Weather Report: ଅକ୍ଟୋବର ୨ରେ ନେବ ଅବପାତର ରୂପ...ଆସନ୍ତାକାଲି ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

Weather Report: ଆସନ୍ତାକାଲି ରାତିରୁ ଉତ୍ତର ଉପକୂଳ ସମେତ ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧ ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର ଆଦି ଜିଲ୍ଲାରେ ଆସନ୍ତାକାଲି ମଧ୍ୟମରୁ ପ୍ରବଳ ବର୍ଷା ଅନୁଭୂତ ହୋଇପାରେ । ୨ ତାରିଖରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ମୟୁରଭଞ୍ଜ, କେଉଁଝର, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

Recommended Videos