Weather Report: ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗି ରହିବ ବର୍ଷା, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

ପ୍ରିୟମ୍ବଦା ରଣା Tue, 03 Sep 2024-7:20 pm,

Weather Update: ଆସନ୍ତା ୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଥିବା ବେଳେ ଏହା ପ୍ରଭାବରେ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଲଘୁଚାପ ଯୋଗୁଁ ଦକ୍ଷିଣ ଓଡ଼ିଶାରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ବିଭିନ୍ନ ଅଞ୍ଚଳରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବ । ବର୍ଷା ଆଗାମୀ ୮ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ।  

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link