VK Pandian: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ପାଣ୍ଡିଆନ, ଭିଡିଓ କଲେ ସେୟାର

ରଶ୍ମିତା ସାହୁ Sat, 28 Oct 2023-6:07 pm,

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଭି କେ ପାଣ୍ଡିଆନ୍ ଅଧ୍ୟକ୍ଷ 5T ଓ ନବୀନ ଓଡିଶା ଆଜି ବଡିଭୋର ରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ .ଭୋର୍ 4 ରୁ 6 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା . ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ. ଏହା ନୂଆବର୍ଷ ରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଥିଲେ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link