Weather Report: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

Thu, 08 Aug 2024-7:49 pm,

Weather Update: ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଗାଙ୍ଗେଇୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବର୍ତ୍ତୀ ଝାଡଖଣ୍ତ ଓ ଉତ୍ତର ଓଡି଼ଶା ଇପରେ ଏକ ସଂଲଗ୍ନ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟରେ ୧୩ ତାରିଖ ଯାଏଁ ପ୍ରବଳ ବର୍ଷା ହେବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link