Kandhamal Accident: ବସ୍ ଓଲଟି ୧୭ରୁ ଅଧିକ ଆହତ, ୨ ଗୁରୁତରଙ୍କୁ ଏମକେସିଜି ସ୍ଥାନାନ୍ତର..

ପ୍ରିୟମ୍ବଦା ରଣା Wed, 27 Dec 2023-5:51 pm,

କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ମାହାକୁଡି ନିକଟରେ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ପର୍ଯ୍ୟଟକ ବସ୍ ଓଲଟି ୧୭ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଛନ୍ତି । ୨ଗୁରୁତରଙ୍କୁ ଏମକେସିଜି ସ୍ଥାନାନ୍ତର କରାଯାଇଛି । ଆହାତଙ୍କୁ ବ୍ରାହ୍ମଣୀଗାଁ ମେଡିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଆଧାରରେ ପଶ୍ଚିମବଙ୍ଗରୁ ଦାରିଙ୍ଗବାଡି ବୁଲିବାକୁ ଆସିଥିଲେ ପର୍ଯ୍ୟଟକ । ଦାରିଙ୍ଗବାଡିରୁ ଗୋପାଳପୁର ଯିବା ସମୟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link