Accident News: ୩୦ ଫୁଟ ତଳକୁ ଖସିଲା ଟ୍ରାକ୍ଟର, ଦୁର୍ଘଟଣାରେ ଡ୍ରାଇଭର ମୃତ ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Thu, 04 Jul 2024-8:52 pm,

Accident News: ୩୦ ଫୁଟ ତଳକୁ ଖସିଲା ଟ୍ରାକ୍ଟର, ଦୁର୍ଘଟଣାରେ ଡ୍ରାଇଭର ମୃତ୍ୟୁ ଘଟିଛି । ମୃତ ଜଣକ ହେଲେ ଗଜପତି ଜିଲ୍ଲା ମୋହନା ଥାନା କଳାମେରୀ ଗାଁର ତୁକୁ ଦଳାଇ । ଟୁକୁ ଗାଁ ନିକଟସ୍ତ ବାଡ଼ ପଦରରେ ହଳ କରୁଥିବା ବେଳେ ପଦର ନିକାଟରେ ୩୦ ଫୁଟ ତଳକୁ ଖସି ପଡିଥିଲା । ଖବର ପାଇଁ ପରିବାର ଲୋକେ ରାତିରେ ତାଙ୍କୁ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତି କରିଥିବା ବେଳେ।ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ପୋଲିସ ଶବ ଜବତ କରି ଏକ ମାମଲା ରୁଜୁ କରି ଶହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଇଛି l

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link