Accused Gopal Das had vowed in Temple to kill minister Naba Das । ଗତକାଲି କଡା ସୁରକ୍ଷା ବଳୟରେ ଝାରସୁଗୁଡା sdjm କୋର୍ଟ ରେ ନବଦାସ ହତ୍ୟାକାଣ୍ଡ ର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ କୁ ହାଜର କରାଯାଇଥିଲା ।ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡ ର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ କୁ ଗତକାଲି ସକାଳୁ ଚୌଦ୍ୱାର ଜେଲରୁ ଝାରସୁଗୁଡା ଅଣାଯାଇଥିଲା ।ଜାନୁଆରୀ 29 ତାରିଖରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ଏକ ଦଳୀୟ କାର୍ଯ୍ୟକ୍ରମ ରେ ଯୋଗଦେବା ସମୟରେ ନବଦାସ ଙ୍କୁ ଗୁଳି ମାରି ହତ୍ୟା କରିଥିଲା Asi ଗୋପାଳ ଦାସ।ନବଦାସ ଙ୍କୁ ଗୁଳି ମାରିବା ପରେ ତୁରନ୍ତ ବ୍ରଜରାଜନଗର ପୋଲିସ ଗୋପାଳ କୁ କାବୁ କରି ନେଇଥିଲା।ପରେ ଏହି ମାମଲାର ତଦନ୍ତ ଦାୟିତ୍ବ କ୍ରାଇମବ୍ରାଞ୍ଚ କୁ ଦେଇଥିଲେ ରାଜ୍ୟ ସରକାର।ଏହାରି ଭିତରେ କ୍ରାଇମବ୍ରାଞ୍ଚ ପକ୍ଷରୁ ହତ୍ୟାକଣ୍ଡ ସମ୍ପର୍କରେ ଅନ୍ତରୀଣ ଚାର୍ଜସିଟ କୋର୍ଟରେ ଦାଖଲ ହୋଇ ସାରିଛି।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.