Varsha Priyadarshini Join BJD: ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Thu, 18 Apr 2024-4:00 pm,

Odisha Election 2024: ବିଜେଡିରେ ମିଶିଲେ ଓଡ଼ିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ(Varsha Priyadarshini । ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ ଗୁରୁବାର ଅର୍ଥା୍ତ୍ ଆଜି ବିଧିବଦ୍ଧ ଭାବେ ବିଜୁ ଜନତା(BJD) ଦଳରେ ସାମିଲ ହେଇଛନ୍ତି । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଆଜି ଶଙ୍ଖ ଧରିଛନ୍ତି ବର୍ଷା ପ୍ରିୟଦର୍ଶିନୀ । ତେବେ ପୂର୍ବରୁ ଅନେକ ସମୟରେ ବର୍ଷାଙ୍କୁ ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରଚାର କରୁଥିବା ଦେଖିବାକୁ ମିଳିଥାଏ। ଗତ ସାଧାରଣ ନିର୍ବାଚନ ସମୟରେ ବର୍ଷା ମଧ୍ୟ ବିଜେଡି ପାଇଁ ମଧ୍ୟ ପ୍ରଚାର କରିଥିବା ଦେଖିବାକୁ ମିଳିଥିଲା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link