Andhra CM Chandrababu Naidu: ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାୟୁଡୁ

Prabhudatta Moharana Fri, 06 Sep 2024-2:14 pm,

Andhra CM Chandrababu Naidu: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁ ଟ୍ରେନ୍ ଦୁର୍ଘଟଣାରୁ ଅଳ୍ପକେ ରକ୍ଷା ପାଇଛନ୍ତି। ସେ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତର ଏକ ଅଂଶ ଭାବରେ ମଦୁରା ନଗର ରେଳ ବ୍ରିଜ ଦେଇ ଯାତ୍ରା କରୁଥିବା ସମୟରେ ଏହି ଘଟଣା ଘଟିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାର ଲାଗିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link