Weather Report: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ

ରଶ୍ମିତା ସାହୁ Sun, 26 Nov 2023-6:13 pm,

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହା ନେଇପାରେ ବାତ୍ୟାର ରୂପ । ଯଦି ଲଘୁଚାପଟି ବାତ୍ୟାର ରୂପ ନିଏ ତେବେ କେଉଁଠି ଲ୍ୟାଣ୍ଡଫଲ୍ କରିବ ତାକୁ ନେଇ ବିଭିନ୍ନ ମଡେଲ ଆକଳନ କରିବା ଆରମ୍ଭ କରିଛନ୍ତି ।କିଛି ମଡେଲ ବାତ୍ୟାଟି ବାଂଲାଦେଶରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରୁଥିବା ବେଳେ କିଛି ମଡେଲ ଆନ୍ଧ୍ର ଉପକୂଳ ଆଡକୁ ଇଙ୍ଗିତ କରୁଛି । ଆନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସ ବାତ୍ୟାର ଲ୍ୟାଣ୍ଡଫଲ ନେଇ ଆକଳନ କରି ନଥିଲେ ମଧ୍ୟ ବାତ୍ୟାର ପ୍ରଭାବ ଭାରତ କିମ୍ବା ବାଂଲାଦେଶରେ ପଡ଼ିପାରେ ବୋଲି ଆକଳନ କରିଛନ୍ତି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link