Army Majors fiancée: ଥାନା ଭିତରେ ଆମକୁ ନିର୍ଯାତନା ଦିଆଯାଇଛି, ମୁହଁ ଖୋଲିଲେ ମେଜରଙ୍କ ବାନ୍ଧବୀ

Rashmita Sahoo Sep 20, 2024, 14:26 PM IST

ଭରତପୁର ଥାନାରେ ସେନାଧିକାରୀ ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା। ଖୋଦ ପୋଲିସ ଥାନାରେ ଥାର୍ଡ ଡିଗ୍ରୀକୁ ଅତି ନିନ୍ଦନୀୟ କହିଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି ନବୀନ। ଏହା ସହ ଅମାନବୀୟ ଘଟଣାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଲାଗି ସେ ଦାବି କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ନବୀନ କହିଛନ୍ତି- ଥାନା ଭିତରେ ଯୌନ ନିର୍ଯାତନା ଘଟଣା ଅତି ନିନ୍ଦନୀୟ । ତେବେ ଏହି ଘଟଣାରେ ଏବେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ । ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହେବେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link