Viral Video: ଆଜି ବାମନ ବେଶରେ ପୂଜା ପାଇବେ ଜଗନ୍ନାଥ ମହାପ୍ରଭୁ, ଦେଖନ୍ତୁ ଏହି ଭାଇରାଲ ଭିଡିଓ..

Tue, 26 Sep 2023-1:13 pm,

Bamana Janma Niti: ଆଜି ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି,ପବିତ୍ରା ଲାଗି ଓ ଇନ୍ଦ୍ରଧ୍ବଜା ପୂଜା ଵିଧି ଅନୁଷ୍ଠିତ ହେବ । ସଡ଼ ଜୟନ୍ତୀ ମାନଙ୍କ ମଧ୍ୟରୁ ବାମନ ଜନ୍ମ ଅନ୍ୟତମ ହୋଇଥିବାରୁ ଗତକାଲି ରାତ୍ରରେ ଶ୍ରୀମନ୍ଦିର ପୁରୋହିତଙ୍କ ଦ୍ୱାରା ଅଧିବାସ ହୋଇଥିଲା । ସେପଟେ ଗତକାଲି ମହାପ୍ରଭୁଙ୍କ ପାର୍ଶ୍ଵ ପରିବର୍ତ୍ତନ ଏକାଦଶୀ ସମ୍ପର୍ଣ୍ଣ ହୋଇଥିଲା।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link