Banakalagi Niti: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲ୍ଲଭ ବନକଲାଗି ନିତି, ବନ୍ଦ ରହିବ ଶ୍ରୀମନ୍ଦିର

ପ୍ରିୟମ୍ବଦା ରଣା Wed, 20 Dec 2023-12:17 pm,

Banakalagi Niti: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲ୍ଲଭ ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link