Dhanuyatra: ବରଗଡ଼ରେ କଂସ ରାଜୁତି, ଆରମ୍ଭ ହେଲା ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ

Tue, 16 Jan 2024-7:26 pm,

ସୋମବାରଠାରୁ ବରଗଡରେ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ ହେବ। ମଥୁରାନଗରୀରେ ୧୧ ଦିନ ବ୍ୟାପୀ କଂସ ମହାରାଜଙ୍କ ରାଜୁତି ଚାଲିବ । ଚଳିତବର୍ଷ ବରଗଡ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାକୁ ୭୫ବର୍ଷ ପୂରୁଛି। ହାଟପଦାଠାରେ ମହାରାଜ କଂସଙ୍କର ୯୫ ଫୁଟ୍ ଉଚ୍ଚ ଏବଂ ୪୫ ଫୁଟ୍ ପ୍ରସ୍ଥ ବିଶିଷ୍ଟ ରାଜଦରବାର ନିର୍ମାଣ କରାଯାଇଛି। ଯାହା ବିଶ୍ବର ସବୁଠୁ ବଡ ମୁକ୍ତାକାଶ ରଙ୍ଗମଞ୍ଚ ଅଟେ । ଜାନୁଆରୀ ୨୫ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରା ଚାଲିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link