Bhitarkanika In Odisha To Open For Tourists Starting Today । ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିଛି ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀରଙ୍କ ପ୍ରଜନନ ପାଇଁ ଗତ ମେ’ ୧ରୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ ରୁହେ । ଏହି ସମୟରେ ଜାତୀୟ ଉଦ୍ୟାନ ଭିତରକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ରହିଥାଏ । ତେବେ କୁମ୍ଭୀର ପ୍ରଜନନ ସମୟ ଶେଷ ହେବା ପରେ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.