Bhitarkanika Open: ଖୋଲିବ ଭିତରକନିକା, ବଢିବ କୋଳାହଳ

Mon, 31 Jul 2023-1:54 pm,

Bhitarkanika National Park Will Be Open From Tomorrow For Tourists । ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ଅପରପକ୍ଷରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ବି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ୩ ମାସଧରି ବନ୍ଦ ରହିବା ପରେ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link