Bhitarakaniak: ଜାନୁଆରୀ ପ୍ରଥମ ସପ୍ତାହରୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

ପ୍ରିୟମ୍ବଦା ରଣା Tue, 26 Dec 2023-4:31 pm,

ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ କୁମ୍ଭୀର ଗଣନା ପାଇଁ ଜାନୁୟାରୀ 5 ତାରିଖ ରୁ 13 ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିବ | 9 ଦିନ ଧରି ଭିତରକନିକା ବନ୍ଦ ରହୁଥିବା ରୁ ଦେଶ ବିଦେଶ ର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି | ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀ ର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ |

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link