Bhubaneswar IMD Director HR Biswas Briefs On Odisha Weather Today । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ । ଆସନ୍ତାକାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ଉପାନ୍ତରୁ ଉପକୂଳ ସବୁଠି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ଥିତି ସଂଗୀନ ହୋଇପାରେ ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.