Weather Report: ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Mon, 24 Jul 2023-7:17 pm,

Bhubaneswar IMD Director HR Biswas Briefs On Odisha Weather Today । ପଶ୍ଚିମ- କେନ୍ଦ୍ରୀୟ ଓ ତତ-ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ସକ୍ରିୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link