Weather Update: ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Jul 26, 2023, 19:11 PM IST

Bhubaneswar IMD Director HR Biswas Briefs On Odisha Weather Today । ମୌସୁମୀ ନିମ୍ନଚାପ ରେଖା ଆଜି ରାଜସ୍ଥାନର ଯଶେଲମେରରୁ ବାହାରି କୋଟା, ରାଇସେନ, ମାଣ୍ଡଲା, ଦୁର୍ଗ ଏବଂ ପଶ୍ଚିମ କେନ୍ଦ୍ରୀୟ ତତ୍‌-ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର- ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ- ଓଡିଶା ଉପକୂଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ରର କେନ୍ଦ୍ରରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୧.୫ କିମି ଉଚ୍ଚତା ଯାଏଁ ବ୍ୟାପିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link