Weather Report: ୨୪ ଘଣ୍ଟା ମଧ୍ୟରେ ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Mon, 31 Jul 2023-6:29 pm,

Bhubaneswar IMD Director HR Biswas Briefs On Odisha Weather Today । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସ୍ପଟ ଚିହ୍ନିତ ହେବାପରେ ଗତକାଲି (ରବିବାର) ଠାରୁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଅନ୍ୟ ପକ୍ଷରେ ଅନ୍ୟ ଲଘୁଚାପ କ୍ଷେତ୍ର ଏବେ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥାନ କରିବା ସହ ଏହା ସହ ସଂପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୯.୫ କିମି ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀଭୂତ ହେବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link