Weather Update: ଲଘୁଚାପ ପ୍ରଭାବରେ ଅତି ପ୍ରବଳ ବର୍ଷିବ, ୫ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

Tue, 01 Aug 2023-6:27 pm,

Bhubaneswar IMD Director HR Biswas Briefs On Odisha Weather Today । ଉତ୍ତର- ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି। ଅନ୍ୟପକ୍ଷରେ ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଗତକାଲିର ଲଘୁଚାପ କ୍ଷେତ୍ର ସଦୃଶ୍ୟ ଲଘୁଚାପରେ ପରିଣତ ହୋଇ ଆଜି ପୂର୍ବାହ୍ନରେ କେନ୍ଦ୍ରୀଭୂତ ହୋଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link