Weather Report: ୨୩ ତାରିଖରୁ ରାଜ୍ୟରେ ବଢିବ ବର୍ଷା, ୨୫ରେ ଘୂର୍ଣ୍ଣିବଳୟ

ରଶ୍ମିତା ସାହୁ Fri, 18 Aug 2023-5:30 pm,

ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଉତ୍ତର ଛତିଶଗଡ ମୁହାଁ ହେବାର ସମ୍ଭାବନା ରହିଛି | ଅନ୍ୟପଟେ ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି | ଆଉ ୨୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ଅଛି | ସେହିପରି ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି | ଗତ ୨୪ ଘଣ୍ଟାରେ ଜଟଣୀରେ ସର୍ବାଧିକ ୮୮ ମିମି ବର୍ଷା ରେକର୍ଡ କରାଯାଇଛି |

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link