Bhubaneswar IMD Scientist Sanjeev Dwivedi Briefs On Odisha Weather Today । ବଙ୍ଗୋପସାଗରରେ ଲଗାତାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାରେ ଲାଗିଛି । କିଛି ଦିନ ତଳେ ସୃଷ୍ଟ ଲଘୁଚାପ ରାଜ୍ୟରେ ଭଲ ବର୍ଷା କରାଇ ଦୁର୍ବଳ ହେବା ପରେ ଏବେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର-ଓଡ଼ିଶା ଓ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଅଂଚଳରେ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.