Weather Report: ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ରଶ୍ମିତା ସାହୁ Sat, 21 Oct 2023-6:51 pm,

ଦକ୍ଷିଣ-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆହୁରି ଘନୀଭୂତ ହୋଇ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୨ ତାରିଖ ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରିପୋର୍ଟ ଅନୁସାରେ ପରବର୍ତ୍ତୀ ୩ ଦିନରେ ଏହା ଆହୁରି ଘନୀଭୂତ ହୋଇ ଏକ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ଓ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଅଭିମୁଖେ ଗତି କରିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link