Weather Update: ରାଜ୍ୟର ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

Sun, 23 Jul 2023-6:44 pm,

Bhubaneswar IMD Scientist Umashankar Das Briefs On Odisha Weather Today । ୨୪ ଜୁଲାଇରେ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ଅଞ୍ଚଳ ସୃଷ୍ଟି ହେବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link