Bjd VS Pradeep: ଗୋପାଳପୁରରେ ସମର୍ଥକ ବିରୋଧୀ ମୁହାଁମୁହିଁ, ଦେଖନ୍ତୁ ଭିଡିଓ

ରଶ୍ମିତା ସାହୁ Fri, 25 Aug 2023-3:09 pm,

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ । ବ୍ରହ୍ମପୁରରେ ପ୍ରବେଶ ବେଳେ ତାଙ୍କୁ ବିରୋଧ କରାଯାଇଛି । ଜାତୀୟ ରାଜପଥରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । 5T ସଚିବଙ୍କ କାର୍ଯ୍ୟକ୍ରମକୁ ସେ ଯାଉଥିବା ବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ । ଏହି ସମୟରେ ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ ଓ ୫ଟି ସଚିବ ଭିକେ ପାଣ୍ଡିଆନ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଥିଲେ ବିଧାୟକ । ଏହାର ଏକ ଭିଡିଓ ଏବେ ବେଶ ଭାଇରାଲ ହେବାରେ ଲାଗିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link