Asian Games 2023: ଭାରତୀୟ ହକି ଟିମକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛାବାର୍ତ୍ତା

ସୌଭାଗ୍ୟ ରଞ୍ଜନ ମିଶ୍ର Fri, 06 Oct 2023-10:04 pm,

Asian Games 2023: ହାଙ୍ଗଜୋ ଏସିଆନ୍ ଗେମ୍ସରେ ଭାରତୀୟ ଦଳ ସ୍ୱର୍ଣ୍ଣ ପଦକ ଜିତିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କଲ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି । ଏଥିସହିତ  ଖେଳାଳି ଓ ସହାୟକ କର୍ମଚାରୀଙ୍କ ପାଇଁ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି । ୫ଟି ସଚିବ ଭି.କେ. ପାଣ୍ଡିଆନ୍ ମଧ୍ୟ ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ସେମାନେ ଟୁର୍ଣ୍ଣାମେଣ୍ଟରେ ଚାମ୍ପିଅନ୍ ଭଳି ଖେଳିଛନ୍ତି ଓ ସ୍ୱର୍ଣ୍ଣ ପଦକ ପାଇବାକୁ ଯୋଗ୍ୟ । 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link