Cyclone Report: ପାଣିପାଗ ବିଭାଗର ଚେତାବନୀ, ଏହିଦିନ ବାତ୍ୟା ସ୍ଥଳଭାଗ ଛୁଇଁବା ଆକଳନ

Rashmita Sahoo Mon, 21 Oct 2024-5:26 pm,

ବାତ୍ୟା ‘ଦାନା’କୁ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଏହା ପୁରୀ- ସାଗରଦୀପ ମଝିରେ ଲ୍ୟାଣ୍ଡଫଲ କରିବ। ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦିଆଯାଇଛି। ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା। ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି। ଅତିବେଶିରେ ୧୨୦ କିଲୋମିଟର ଛୁଇାପାରେ ପବନର ଗତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link