Cyclone Update: ଆସୁଛି ବାତ୍ୟା ! ଡାକବାଜି ଯନ୍ତ୍ର ସାହାଯ୍ୟରେ ମତ୍ସ୍ୟଜୀବୀ ଓ ଟ୍ରଲର ମାଲିକଙ୍କୁ ସୂଚନା

ରଶ୍ମିତା ସାହୁ Mon, 23 Oct 2023-4:02 pm,

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ ୧୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ତେବେ ସକ୍ରିୟ ଗଭୀର ଅବପାତ ଗତ ୬ଘଣ୍ଟା ମଧ୍ୟରେ ସ୍ଥିର ରହିଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ବର୍ତ୍ତମାନ ବାତ୍ୟା ପାରାଦୀପଠୁ ୪୩୦ କିମି ଦୂର ଦକ୍ଷିଣରେ କେନ୍ଦ୍ରୀଭୂତ ଥିବା ବେଳେ, ଦୀଘା ଠାରୁ ୫୯୦ କିମି ଦକ୍ଷିଣ-ଦକ୍ଷିଣପୂର୍ବରେ ରହିଛି । ବାତ୍ୟାର ରୂପ ନେବା ପରେ ଏହା ବାଂଲାଦେଶ ଆଡକୁ ଅଗ୍ରସର ହେବାକୁ ଥିବା ବେଳେ, ୨୫ ତାରିଖରେ ଖେପୁପରା ଓ ଚିଟ୍ଟାଗଙ୍ଗ ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link