Dr S Jaishankar in Pakistan: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ପାକିସ୍ତାନରେ ପହଞ୍ଚିବା ପରେ ଭାଇରାଲ ହେଉଛି ଏହି ଭିଡିଓ...

ପ୍ରିୟମ୍ବଦା ରଣା Tue, 15 Oct 2024-8:44 pm,

Dr S Jaishankar in Pakistan: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗ ଦେବେ। ଏହି ବୈଠକ ୧୫-୧୬ ଅକ୍ଟୋବରରେ ଅନୁଷ୍ଠିତ ହେବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link