ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

Wed, 28 Sep 2022-6:38 pm,

Establish_High_Court_Bench_At_Western_Odisha ।ପୁଣି ତେଜିଲା ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ରାଜଧାନୀର ଲୋୟର ପିଏମଜିରେ ପଶ୍ଚିମ ଓଡ଼ିଶା ଆଇନଜୀବୀ ସଂଘ ପକ୍ଷରୁ ଧାରଣା ଦିଆଯାଇଛି । ପଶ୍ଚିମ ଓଡିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଂଚ ପ୍ରତିଷ୍ଠା ଲାଗି ଦୀର୍ଘବର୍ଷ ଧରି ଦାବି ହୋଇ ଆସୁଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link