VK Pandian: ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ବିପ୍ଳବ ଦେବ, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Thu, 16 May 2024-3:53 pm,

VK Pandian: କୁଜଙ୍ଗ ବ୍ଲକ ପାଟପୁର ପଞ୍ଚାୟତରେ ବିଜେପି ର ବିଜୟ ସଂକଳ୍ପ ସମାବେଶ ଓ ମହା ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପାରାଦ୍ୱୀପ ବିଜେପି ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ୱାଇଁ ଙ୍କ ସହିତ ତ୍ରିପୁରା ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ୍ ଉପସ୍ଥିତ ଥିବା ବେଳେ ବିଭିନ୍ନ ଦଳଛାଡି ବିଜେପି ରେ ଯୋଗଦାନ କରିଥିବା କର୍ମୀମାନଙ୍କୁ ଦଳୀୟ ଉତ୍ତରୀୟ ପ୍ରଦାନ କରି ବିଜେପି କୁ ସ୍ୱାଗତ କରିଥିଲେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link