Ram Navami : ଆଜି ପବିତ୍ର ଶ୍ରୀରାମ ନବମୀ । ସବୁଠି ରାମ ନାମ । ରାମ ଧ୍ୱନୀରେ ଉତ୍ସବ ମୁଖର ସାରା ଦେଶ । ପ୍ରଭୁ ଶ୍ରୀରାମଙ୍କୁ ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର କୁହାଯାଏ । ଭକ୍ତି, ଉପାସକ, ତପସ୍ୟା, ସତ୍ୟ, ବଳିଦାନ, ପ୍ରେମ ଓ କର୍ତ୍ତବ୍ୟର ଏକ ଜୀବନ୍ତ ଉଦାହରଣ ହେଉଛନ୍ତି ଶ୍ରୀ ରାମ ।