Ram Navami : ରାମ ନବମୀ ଅବସରରେ ପ୍ରଭୁ ଶ୍ରୀ ରାମଲଲ୍ଲାଙ୍କ ସୂର୍ଯ୍ୟ ତିଳକ, ଦେଖନ୍ତୁ ଏହି ସୁନ୍ଦର ଭିଡିଓ

ପ୍ରିୟମ୍ବଦା ରଣା Wed, 17 Apr 2024-1:47 pm,

Ram Navami : ଆଜି ପବିତ୍ର ଶ୍ରୀରାମ ନବମୀ । ସବୁଠି ରାମ ନାମ । ରାମ ଧ୍ୱନୀରେ ଉତ୍ସବ ମୁଖର ସାରା ଦେଶ । ପ୍ରଭୁ ଶ୍ରୀରାମଙ୍କୁ ଭଗବାନ ବିଷ୍ଣୁଙ୍କ ସପ୍ତମ ଅବତାର କୁହାଯାଏ । ଭକ୍ତି, ଉପାସକ, ତପସ୍ୟା, ସତ୍ୟ, ବଳିଦାନ, ପ୍ରେମ ଓ କର୍ତ୍ତବ୍ୟର ଏକ ଜୀବନ୍ତ ଉଦାହରଣ ହେଉଛନ୍ତି ଶ୍ରୀ ରାମ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link