Ram Lalla idol: ବିରାଜିଲେ ରଘୁନନ୍ଦନ, ଦେଖନ୍ତୁ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ପରେ ମୂର୍ତ୍ତିର ଝଲକ

Mon, 22 Jan 2024-1:26 pm,

ନିର୍ଦ୍ଧାରିତ ସମୟରେ ଶେଷ ହୋଇଛି ପ୍ରାଣ ପ୍ରତିଷ୍ଠା ପ୍ରକ୍ରିୟା। ମନ୍ତ୍ର ଉଚ୍ଚାରଣ ଓ ଶଙ୍ଖନାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି। ଆଜି ଅଯୋଧ୍ୟାରେ ୫୦୦ ବର୍ଷର ଅପେକ୍ଷାର ଅନ୍ତ ଘଟିଛି। ଭଗବାନ ରାମଲାଲା ନିଜର ଭବ୍ୟ ମନ୍ଦିରରେ ବିରାଜମାନ କରିଛନ୍ତି। ଅଭିଜିତ ମୂହୁର୍ତ୍ତରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହୋଇଛି। ୮୪ ସେକେଣ୍ଡ ମଧ୍ୟରେ ପ୍ରଧାନମନ୍ତ୍ରୀ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link