Gajapati ADM: ଜଗନ୍ନାଥଙ୍କ ଭଜନ ଗାଉ ଗାଉ ସଭାମଞ୍ଚରେ ଟଳି ପଡିଲେ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର ଦାସ

Thu, 11 Jul 2024-1:13 pm,

ଗତକାଲି ରାତିରେ ପ୍ରଶାସନିକ ଅଧିକାରୀମାନେ ଏକ ନୈଶ ଭୋଜିର ଆୟୋଜନ କରିଥିଲେ ପାରଳାଖେମୁଣ୍ଡି ସ୍ଥିତ ବୃନ୍ଦାବନ ପ୍ୟାଲେସ୍ ନିକଟରେ। ଏହି ଅବସରରେ ଚାଲିଥିବା ସଭାରେ ସ୍ବର୍ଗତ ଦାସ ଜଗନ୍ନାଥ ଜଣାଣ 'ଭକତ ବିଦୁର ଶାଗ ଭଜା ନେଇ' ଗୀତ ଗାଉଥିବା ବେଳେ ହଠାତ୍ ଟଳି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ପରେ ବ୍ରହ୍ମପୁର MKCG ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ ତାଙ୍କ ପରଲୋକ ହୋଇଯାଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link