PM Modi Visit: ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Fri, 02 Feb 2024-6:26 pm,

ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ ବିଭିନ୍ନ ପ୍ରକଳ୍ପ |ବିଜେପି ଶିବିରରେ ଉତ୍ସାହ ରହିଥିବା ବେଳେ ପୋଲିସ ପ୍ରଶାସନ ତରଫରୁ ମଧ୍ୟ କଡା ସୁରକ୍ଷା ପାଇଁ ବ୍ୟବସ୍ଥା ଗ୍ରହଣ କରାଯାଇଛି | ୭୦ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଥିବା ସୂଚନା ଦେଇଛନ୍ତି sp |ସେ ପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ କରିବା ବାବଦରେ ସୂଚନା ଦେଇଛନ୍ତି |

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link