Video: ଘୂର୍ଣ୍ଣିବଳୟର ଗତିବିଧି ନେଇ ସୂଚନା ଦେଲେ IMD DG

ସୌଭାଗ୍ୟ ରଞ୍ଜନ ମିଶ୍ର Sat, 19 Oct 2024-9:29 pm,

Video: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତର ରୂପ ନେବ। ଏହା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ବାୟୁମଣ୍ଡଳର ଉପରି ଭାଗରେ ୫.୮ କିମି ଯାଏଁ ବ୍ୟାପ୍ତ ଅଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link