IPS Sanjeev Panda: ପୂର୍ବତନ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ଦାୟିତ୍ୱ ନେଲେ ନୂଆ କମିଶନର ସଞ୍ଜୀବ ପଣ୍ଡା

Mon, 29 Jan 2024-3:26 pm,

ନୂଆ ବର୍ଷରୁ ଟ୍ବିନ ସିଟିକୁ ମିଳିଲା ନୂଆ ପୋଲିସ କମିଶନର । ଦାୟିତ୍ବ ନେଲେ ୧୯୯୪ ବ୍ୟାଚ ଆଇପିଏସ ସଞ୍ଜୀବ ପଣ୍ଡା । ଭୁବନେଶ୍ବର ସ୍ଥିତ ମୁଖ୍ୟାଳୟରେ ସଞ୍ଜୀବ ପଣ୍ଡା ଦାୟିତ୍ବ ଗ୍ରହଣ କରିଛନ୍ତି । ପୂର୍ବତନ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ସଞ୍ଜୀବ ପଣ୍ଡାଙ୍କୁ ଭୁବନେଶ୍ବର- କଟକ ଟୁଇନସିଟି ପୋଲିସ କମିଶନର ଦାୟିତ୍ୱ ମିଳିଛି । ତେବେ ଦାୟିତ୍ବ ଗ୍ରହଣ ପରେ ପ୍ରଥମେ ପୋଲିସ କମିଶନର ଧନ୍ୟବାଦ ଜଣାଇଛନ୍ତି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link