Rani Priyadarsini ଭିନ୍ନ ଅନ୍ଦାଜରେ ନଜର ଆସିଲେ ଏହି ଯାତ୍ରା ଅଭିନେତ୍ରୀ, ଦର୍ଶକ କଲେ ଭରପୁର ପ୍ରଶଂସା

Prabhudatta Moharana Fri, 27 Sep 2024-11:44 am,

Rani Priyadarsini ଚର୍ଚ୍ଚାରେ ରହୁଥିବା ଯାତ୍ରା ଅଭିନେତ୍ରୀ ରାଣୀ ପ୍ରିୟଦର୍ଶିନୀଙ୍କୁ ଏକ ଭିନ୍ନ ଅନ୍ଦାଜରେ ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଜଣେ ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ ସାହାଯ୍ୟ କରୁଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟି ସୋସିଆଲ ମିଡ଼ିଆରେ ଜୋରଦାର ଭାଇରାଲ ହେବାରେ ଲାଗିଛି। ଏହି କାର୍ଯ୍ୟ ପାଇଁ ସୋସିଆଲ ମିଡ଼ିଆରେ ବେଶ ପ୍ରଶଂସା କରାଯାଉଥିବା ଦେଖିବାକୁ ମିଳିଛି।  

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link