Crime News: ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Wed, 18 Sep 2024-5:23 pm,

Crime News: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ସଦର ପଂଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ନିକଟସ୍ତ ଏକ ଟାୱାର ପାଚେରି ପାର୍ଶ୍ୱରୁ ଜଣେ ୧୦ ବର୍ଷୀୟା ନାବାଳିକା ର ମୃତଦେହ ଉଦ୍ଧାର ହୋଇଛି। ନାବାଳିକା ଜଣଙ୍କ ଗତକାଲି ଦିନ ପ୍ରାୟ ଏକ ଘଣ୍ଟିକା ସମୟରେ ଶୌଚ ପାଇଁ ଯାଉଛି କହି ଘରୁ ବାହାରିଥିଲେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link