Weather Report: ତାତିରୁ ମିଳିବ ଆଶ୍ୱସ୍ତି, ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା

Thu, 22 Feb 2024-6:13 pm,

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ଆଜିଠୁ ୪ରୁ ୫ ଦିନ ପର୍ଯ୍ୟନ୍ତ ଉତ୍ତର ଓଡିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ହୋଇପାରେ । ୨୩ ଓ ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ପାଶ୍ୱର୍ବର୍ତୀ ଜିଲ୍ଲା ଏବଂ ୨୫ ଓ ୨୬ ତାରିଖରେ ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link