Mangal Alati of Sri Jagannath: କୋଟି ଓଡିଆଙ୍କ ମଉଡ ମଣି ଜଗତର ନାଥ ଶ୍ରୀ ଜଗନ୍ନାଥ । ସିଂହଦ୍ୱାର ଫିଟା ନୀତି ଭିତରଛ ମହାପାତ୍ରଙ୍କ ଦ୍ୱାରା ସମ୍ପର୍ଣ୍ଣ ହୋଇଛି। ଏବଂ ପରେ, ପତିତପାବନଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ ମଧ୍ୟ ହୋଇଛି। ସକାଳୁ ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି।