Rasagola Dibasa: ଆଜି ରସଗୋଲା ଦିବସ, ମା`ଲକ୍ଷ୍ମୀଙ୍କ ମାନ ଭଞ୍ଜନ କରିବେ ମହାବାହୁ

ରଶ୍ମିତା ସାହୁ Fri, 19 Jul 2024-1:26 pm,

Rasagolla Dibasa: ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ମହାପ୍ରଭୁ ।ପରମ୍ପରା ଅନୁଯାୟୀ ରଥ ନିକଟରେ ରସଗୋଲା ଭୋଗ କରାଯାଏ । ଏହି ପରମ୍ପରା ବହୁ କାଳରୁ ଜଗନ୍ନାଥ ସଂସ୍କୃତିରେ ପରିଚାଳିତ ହୋଇ ଆସୁଛି। ଆଉ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ କରାଯାଉଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link