Maha Alati: ମହାପ୍ରଭୁଙ୍କ ଦିବ୍ୟ ଆଳତିରୁ ଆରମ୍ଭ କରନ୍ତୁ ଆଜିର ଦିନଚର୍ଯ୍ୟା, ଦେଖନ୍ତୁ ଏହି ଭିଡିଓ

ପ୍ରିୟମ୍ବଦା ରଣା Fri, 05 Apr 2024-7:30 am,

Srimandir: ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ। ପ୍ରତ୍ୟେକ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି ଓ ପତିତପାବନଙ୍କ ନିକଟରେ ମଙ୍ଗଳ ଆଳତୀ ସମାପନ ହୋଇଛି। ସକାଳୁ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଭକ୍ତମାନେ ସାନିଧ୍ୟ ଲାଭ କରିଛନ୍ତି। ତେବେ ମହାପ୍ରଭୁଙ୍କ ଏହି ଦିବ୍ୟ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ମିଳିଥାଏ ବୋଲି ବିଶ୍ବାସ ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link