Mangal Alati of Sri Jagannath: କୋଟି ଓଡିଆଙ୍କ ମଉଡ ମଣି ଜଗତର ନାଥ ଜଗନ୍ନାଥ ଶ୍ରୀ ଜଗନ୍ନାଥ । ଗତକାଲି ଶ୍ରୀ ମନ୍ଦିରରେ ସ୍ଵତନ୍ତ୍ର ନୀତି ହେତୁ ଶ୍ରୀ ଜୀଉ ମାନଙ୍କ ପହୁଡ଼ ନୀତି ହୋଇପାରି ନାହିଁ। ଏଣୁ ଦ୍ଵାରଫିଟା ନୀତି ନ ହୋଇ ପତିତପାବନ ଶ୍ରୀଜଗନ୍ନାଥଙ୍କ ମଙ୍ଗଳ ଆରତୀ ନୀତି ପୂଜା ପଣ୍ଡା ସେବାୟତଙ୍କ ଦ୍ଵାରା ସକାଳ୦୬:୪୦ରେ ସମାପ୍ତ ହୋଇଛି। ତେବେ ମହାପ୍ରଭୁଙ୍କ ମଙ୍ଗଳାଳତୀ ଦର୍ଶନ କରି ଦିନଚର୍ଯ୍ଯା ଆରମ୍ଭ କଲେ ପୁଣ୍ୟଫଳ ପ୍ରାପ୍ତ ହୋଇଥାଏ ବୋଲି ବିଶ୍ୱାସ ରହିଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.