Weather Report: ପାଣିପାଗ ବିଭାଗର ଆକଳନ! ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡି଼ଶା

Fri, 01 Mar 2024-5:52 pm,

ମାର୍ଚ୍ଚ ପହିଲାରୁ ରାଜ୍ୟର ପଶ୍ଚିମା ଝଡର ପ୍ରଭାବ ଦେଖାଯିବ । ପାଣିପାଗ ବିଭାଗର ଆକଳନ ଅନୁସାରେ ଉପରମୁହାଁ ହେବ ପାରଦ । ଉଭୟ ଦିନ ଓ ରାତିରେ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୪ ଦିନ ଯାଏଁ ପ୍ରାୟ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡିଶା । ତେବେ ମାର୍ଚ୍ଚ ମାସ ଆରମ୍ଭରୁ ଏଭଳି ତାପମାତ୍ରା ବୃଦ୍ଧି ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link