Mohan Majhi Oath: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝି, ଦେଖନ୍ତୁ ଭିଡିଓ

Jagdish Barik Wed, 12 Jun 2024-7:23 pm,

Mohan Majhi Oath Ceremony Video: ଆଜି (୧୨ ଜୁନ୍) ରାଜ୍ୟକୁ ମୋହନ ଚରଣ ମାଝିଙ୍କ ରୂପରେ ନୂଆ ମୁଖ୍ୟମନ୍ତ୍ରୀ ମିଳିଛି। ଜନତା ମୈଦାନରେ ଅନୁଷ୍ଠିତ ଶପଥ ସମାରୋହ ଉତ୍ସବରେ ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link