Mission Shakti: ମିଶନ ଶକ୍ତି କୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର:ସୁଲତା ଦେଓ

Tue, 23 Apr 2024-7:13 pm,

ମହିଳା ସଶକ୍ତିକରଣ କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧ କରୁଛନ୍ତି |ମିଶନ ଶକ୍ତି କୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର |ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ ରାଜ୍ୟସଭା ସାଂସଦ ସୁଲତା ଦେଓ |

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link